Psalms 91:15 — Compare Translations
5 translations compared side by side
Odia - 1840
"ଆମ୍ଭର ଅନୁସରଣକାରୀମାନେ ଆମ୍ଭଙ୍କୁ ସାହାୟ୍ଯ ପାଇଁ ଡ଼ାକିବେ, ଆମ୍ଭେ ସମାନଙ୍କେର ଡ଼ାକ ଶୁଣିବା। ସମାନଙ୍କେ କଷ୍ଟ ସମଯରେ ଆମ୍ଭେ ସମାନଙ୍କେ ସହିତ ରହିବା। ଆମ୍ଭେ ସମାନଙ୍କେୁ ରକ୍ଷା କରିବା ଏବଂ ସମ୍ମାନ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ଅନୁସରଣକାରୀମାନେ ଆମ୍ଭଙ୍କୁ ସାହାଯ୍ୟ ପାଇଁ ଡାକିବେ, ଆମ୍ଭେ ସେମାନଙ୍କର ଡାକ ଶୁଣିବା। ସେମାନଙ୍କ କଷ୍ଟ ସମୟରେ ଆମ୍ଭେ ସେମାନଙ୍କ ସହିତ ରହିବା। ଆମ୍ଭେ ସେମାନଙ୍କୁ ରକ୍ଷା କରିବା ଏବଂ ସମ୍ମାନ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା।
Odia IRV 2017 (ଓଡିଆ ବାଇବେଲ)
ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା।