Psalms 91:16 — Compare Translations

5 translations compared side by side

Odia - 1840
"ଆମ୍ଭେ ଆପଣା ଅନୁସରଣକାରୀମାନଙ୍କୁ ଦୀର୍ଘାଯୁ କରିବା ଏବଂ ଆମ୍ଭେ ସମାନଙ୍କେୁ ରକ୍ଷା କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଦୀର୍ଘାୟୁ ଦେଇ ତାହାକୁ ତୃପ୍ତ କରିବା ଓ ଆମ୍ଭର ପରିତ୍ରାଣ ତାହାକୁ ଦେଖାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଆପଣା ଅନୁସରଣକାରୀମାନଙ୍କୁ ଦୀର୍ଘାୟୁ କରିବା ଏବଂ ଆମ୍ଭେ ସେମାନଙ୍କୁ ରକ୍ଷା କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଦୀର୍ଘାୟୁ ଦେଇ ତାହାକୁ ତୃପ୍ତ କରିବା ଓ ଆମ୍ଭର ପରିତ୍ରାଣ ତାହାକୁ ଦେଖାଇବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଦୀର୍ଘାୟୁ ଦେଇ ତାହାକୁ ତୃପ୍ତ କରିବା ଓ ଆମ୍ଭର ପରିତ୍ରାଣ ତାହାକୁ ଦେଖାଇବା।