Psalms 91:2 — Compare Translations
5 translations compared side by side
Odia - 1840
"ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମାରେ ଆଶ୍ରଯ ଓ ଦୁର୍ଗ, ମାରେ ପରମେଶ୍ବର, ମୁଁ ତୁମ୍ଭ ନିକଟରେ ବିଶ୍ବାସ ରେଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସଦାପ୍ରଭୁଙ୍କ ବିଷୟରେ କହିବି, ସେ ମୋହର ଆଶ୍ରୟ ଓ ମୋହର ଦୁର୍ଗ; ମୋହର ପରମେଶ୍ଵର, ମୁଁ ତାହାଙ୍କଠାରେ ନିର୍ଭର ରଖେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସଦାପ୍ରଭୁଙ୍କୁ କହିଲି, “ତୁମ୍ଭେ ମୋର ଆଶ୍ରୟ ଓ ଦୁର୍ଗ, ମୋର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ବିଶ୍ୱାସ ରଖେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସଦାପ୍ରଭୁଙ୍କ ବିଷୟରେ କହିବି, “ସେ ମୋହର ଆଶ୍ରୟ ଓ ମୋହର ଦୁର୍ଗ; ମୋହର ପରମେଶ୍ୱର, ମୁଁ ତାହାଙ୍କଠାରେ ନିର୍ଭର ରଖେ।”
Odia IRV 2017 (ଓଡିଆ ବାଇବେଲ)
ମୁଁ ସଦାପ୍ରଭୁଙ୍କ ବିଷୟରେ କହିବି, “ସେ ମୋହର ଆଶ୍ରୟ ଓ ମୋହର ଦୁର୍ଗ; ମୋହର ପରମେଶ୍ୱର, ମୁଁ ତାହାଙ୍କଠାରେ ନିର୍ଭର ରଖେ।”