Psalms 91:3 — Compare Translations
5 translations compared side by side
Odia - 1840
"ପରମେଶ୍ବର ତୁମ୍ଭକୁ ଗଭୀର ଜଳରୁ ରକ୍ଷା କରିବେ ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ତୁମ୍ଭକୁ ବ୍ୟାଧର ଫାନ୍ଦରୁ ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତୁମ୍ଭକୁ ଗଭୀର ଜଳରୁ ରକ୍ଷା କରିବେ ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ତୁମ୍ଭକୁ ବ୍ୟାଧର ଫାନ୍ଦରୁ ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ତୁମ୍ଭକୁ ବ୍ୟାଧର ଫାନ୍ଦରୁ ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ।