Psalms 91:4 — Compare Translations

5 translations compared side by side

Odia - 1840
"ତୁମ୍ଭେ ପରମେଶ୍ବରଙ୍କ ନିକୟକୁ ସୁରକ୍ଷା ନିମନ୍ତେ ୟାଇପାରିବ। ପକ୍ଷୀ ତା'ର ଛୁଆମାନଙ୍କ ଉପରେ ଡ଼ଣୋ ମଲୋଇ ରଖିଲା ଭଳି ସେ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭର ରକ୍ଷାକାରୀ ଢ଼ାଲ ଓ ପ୍ରାଚୀର ଦୁର୍ଗ ସ୍ବରୂପ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ ଓ ତାହାଙ୍କ ଡେଣା ତଳେ ତୁମ୍ଭେ ଆଶ୍ରୟ ନେବ; ତାହାଙ୍କ ସତ୍ୟତା ଢାଲ ଓ ଫଳକ ସ୍ଵରୂପ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ପରମେଶ୍ୱରଙ୍କ ନିକଟକୁ ସୁରକ୍ଷା ନିମନ୍ତେ ଯାଇପାରିବ। ପକ୍ଷୀ ତା’ର ଛୁଆମାନଙ୍କ ଉପରେ ଡେଣା ମେଲାଇ ରଖିଲା ଭଳି ସେ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭର ରକ୍ଷାକାରୀ ଢାଲ ଓ ପ୍ରାଚୀର ଦୁର୍ଗ ସ୍ୱରୂପ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ ଓ ତାହାଙ୍କ ଡେଣା ତଳେ ତୁମ୍ଭେ ଆଶ୍ରୟ ନେବ; ତାହାଙ୍କ ସତ୍ୟତା ଢାଲ ଓ ଫଳକ ସ୍ୱରୂପ ଅଟେ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ ଓ ତାହାଙ୍କ ଡେଣା ତଳେ ତୁମ୍ଭେ ଆଶ୍ରୟ ନେବ; ତାହାଙ୍କ ସତ୍ୟତା ଢାଲ ଓ ଫଳକ ସ୍ୱରୂପ ଅଟେ।