Psalms 91:5 — Compare Translations
5 translations compared side by side
Odia - 1840
"ତୁମ୍ଭେ ରାତ୍ରିରେ ଭୟଭୀତ ହବୋର ଦରକାର ନାହିଁ। କିଅବା ଦିନରେ ଶତ୍ରୁମାନଙ୍କର ବାଣ ପ୍ରତି ଭୟଭୀତ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ରାତ୍ରିର ତ୍ରାସ, କିଅବା ଦିବସର ଉଡ଼ନ୍ତା ତୀର,
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ରାତ୍ରିରେ ଭୟଭୀତ ହେବାର ଦରକାର ନାହିଁ। କିଅବା ଦିନରେ ଶତ୍ରୁମାନଙ୍କର ବାଣ ପ୍ରତି ଭୟଭୀତ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ରାତ୍ରିର ତ୍ରାସ, କିଅବା ଦିବସର ଉଡ଼ନ୍ତା ତୀର,
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ରାତ୍ରିର ତ୍ରାସ, କିଅବା ଦିବସର ଉଡ଼ନ୍ତା ତୀର,