Psalms 91:6 — Compare Translations

5 translations compared side by side

Odia - 1840
"ଅନ୍ଧକାରଗାମୀ ମହାମାରୀ, କିଅବା ମଧ୍ଯାହ୍ନରେ ସହାରକାରୀ ରୋଗ ବିଷଯରେ ଭୀତ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନ୍ଧକାରଗାମୀ ମହାମାରୀ, କିଅବା ମଧ୍ୟାହ୍ନରେ ବିନାଶକ ସଂହାର ବିଷୟରେ ଭୀତ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ଧକାରଗାମୀ ମହାମାରୀ, କିଅବା ମଧ୍ୟାହ୍ନରେ ସଂହାରକାରୀ ରୋଗ ବିଷୟରେ ଭୀତ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନ୍ଧକାରଗାମୀ ମହାମାରୀ, କିଅବା ମଧ୍ୟାହ୍ନରେ ବିନାଶକ ସଂହାର ବିଷୟରେ ଭୀତ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅନ୍ଧକାରଗାମୀ ମହାମାରୀ, କିଅବା ମଧ୍ୟାହ୍ନରେ ବିନାଶକ ସଂହାର ବିଷୟରେ ଭୀତ ହେବ ନାହିଁ।