Psalms 91:7 — Compare Translations
5 translations compared side by side
Odia - 1840
"ତୁମ୍ଭ ପକ୍ଷରେ ହଜାର ହଜାର ଶତ୍ରୁମାନ ମାରିବା ସହଜ। ତୁମ୍ଭର ଦକ୍ଷିଣ ହସ୍ତ ଦଶ ହଜାର ଶତ୍ରୁଙ୍କୁ ପରାସ୍ତ କରିବ କିନ୍ତୁ ତୁମ୍ଭେ ଆଘାତପ୍ରାପ୍ତ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ପାର୍ଶ୍ଵରେ ସହସ୍ର ଓ ତୁମ୍ଭ ଦକ୍ଷିଣ ପାଖରେ ଅୟୁତ ଲୋକ ପଡ଼ିବେ; ମାତ୍ର ତାହା ତୁମ୍ଭ କତିକି ଆସିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ପକ୍ଷରେ ହଜାର ହଜାର ଶତ୍ରୁମାନ ମାରିବା ସହଜ। ତୁମ୍ଭର ଦକ୍ଷିଣ ହସ୍ତ ଦଶ ହଜାର ଶତ୍ରୁଙ୍କୁ ପରାସ୍ତ କରିବ, କିନ୍ତୁ ତୁମ୍ଭେ ଆଘାତପ୍ରାପ୍ତ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ପାର୍ଶ୍ୱରେ ସହସ୍ର ଓ ତୁମ୍ଭ ଦକ୍ଷିଣ ପାଖରେ ଅୟୁତ ଲୋକ ପଡ଼ିବେ; ମାତ୍ର ତାହା ତୁମ୍ଭ କତିକି ଆସିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ପାର୍ଶ୍ୱରେ ସହସ୍ର ଓ ତୁମ୍ଭ ଦକ୍ଷିଣ ପାଖରେ ଅୟୁତ ଲୋକ ପଡ଼ିବେ; ମାତ୍ର ତାହା ତୁମ୍ଭ କତିକୁ ଆସିବ ନାହିଁ।