Psalms 91:8 — Compare Translations

5 translations compared side by side

Odia - 1840
"ତୁମ୍ଭେ ଦେଖିବ ୟେ, ଦୁଷ୍ଟ ଲୋକମାନେ ଦଣ୍ଡିତ ହାଇେଛନ୍ତି। ତୁମ୍ଭେ ଏହାକୁ ନିଜ ଆଖିରେ ଦେଖିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କେବଳ ସ୍ଵଚକ୍ଷୁରେ ନିରୀକ୍ଷଣ କରିବ ଓ ଦୁଷ୍ଟମାନଙ୍କର ପ୍ରତିଫଳ ଦେଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଦେଖିବ ଯେ, ଦୁଷ୍ଟ ଲୋକମାନେ ଦଣ୍ଡିତ ହୋଇଛନ୍ତି। ତୁମ୍ଭେ ଏହାକୁ ନିଜ ଆଖିରେ ଦେଖି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କେବଳ ସ୍ୱଚକ୍ଷୁରେ ନିରୀକ୍ଷଣ କରିବ ଓ ଦୁଷ୍ଟମାନଙ୍କର ପ୍ରତିଫଳ ଦେଖିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କେବଳ ସ୍ୱଚକ୍ଷୁରେ ନିରୀକ୍ଷଣ କରିବ ଓ ଦୁଷ୍ଟମାନଙ୍କର ପ୍ରତିଫଳ ଦେଖିବ।