Psalms 91:9 — Compare Translations

5 translations compared side by side

Odia - 1840
"ପ୍ରକୃତରେ ସଦାପ୍ରଭୁ ହେଉଛନ୍ତି ନିରାପତ୍ତାର ସ୍ଥାନ!ୟଦି ପରମେଶ୍ବରଙ୍କୁ ତୁମ୍ଭେ ଆପଣା ସୁରକ୍ଷାର ସ୍ଥାନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ, ହେ ସଦାପ୍ରଭୋ, ତୁମ୍ଭେ ମୋହର ଆଶ୍ରୟ । ସର୍ବୋପରିସ୍ଥଙ୍କୁ ତୁମ୍ଭେ ଆପଣା ବାସସ୍ଥାନ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରକୃତରେ ସଦାପ୍ରଭୁ ହେଉଛନ୍ତି ନିରାପତ୍ତାର ସ୍ଥାନ! ଯଦି ପରମେଶ୍ୱରଙ୍କୁ ତୁମ୍ଭେ ଆପଣା ସୁରକ୍ଷାର ସ୍ଥାନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ହେ ସଦାପ୍ରଭୋ, ତୁମ୍ଭେ ମୋହର ଆଶ୍ରୟ। ସର୍ବୋପରିସ୍ଥଙ୍କୁ ତୁମ୍ଭେ ଆପଣା ବାସସ୍ଥାନ କରିଅଛ।
Odia IRV 2017 (ଓଡିଆ ବାଇବେଲ)
କାରଣ ହେ ସଦାପ୍ରଭୁ, ତୁମ୍ଭେ ମୋହର ଆଶ୍ରୟ। ସର୍ବୋପରିସ୍ଥଙ୍କୁ ତୁମ୍ଭେ ଆପଣା ବାସସ୍ଥାନ କରିଅଛ।