Psalms 92:10 — Compare Translations

5 translations compared side by side

Odia - 1840
"କିନ୍ତୁ ତୁମ୍ଭେ ମାେତେ ଶକ୍ତିଶାଳୀ କରିବ। ଶକ୍ତିଶାଳୀ ବଳଦର ଶିଙ୍ଗ ତୁଲ୍ଯ ମୁଁ ଦୃଢ଼ ହବେି। ତୁମ୍ଭେ ମାେତେ ବିଶଷେ କାର୍ୟ୍ଯ ପାଇଁ ମନୋନୀତ କରିଛ। ତୁମ୍ଭେ ମାେତେ ନୂତନ ତୈଳରେ ଅଭିଷିକ୍ତ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେ ଅରଣାର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ମୋତେ ଶକ୍ତିଶାଳୀ କରିବ। ଶକ୍ତିଶାଳୀ ବଳଦର ଶିଙ୍ଗ ତୁଲ୍ୟ ମୁଁ ଦୃଢ଼ ହେବି। ତୁମ୍ଭେ ମୋତେ ବିଶେଷ କାର୍ଯ୍ୟ ପାଇଁ ମନୋନୀତ କରିଛ। ତୁମ୍ଭେ ମୋତେ ନୂତନ ତୈଳରେ ଅଭିଷିକ୍ତ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେ ଅରଣା ଷଣ୍ଢର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେ ଅରଣା ଷଣ୍ଢର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି।