Psalms 92:11 — Compare Translations

5 translations compared side by side

Odia - 1840
"ମାରେ ଶତ୍ରୁମାନେ ମାେତେ ଆକ୍ରମଣ କରିବାର ମୁଁ ଦେଖୁଛି। ସମାନେେ ମାେ ବିଷଯରେ ୟାହା କଥାବାର୍ତ୍ତା କରିଛନ୍ତି, ତାହା ମୁଁ ଶୁଣିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି, ମୋʼ ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁମାନେ ମୋତେ ଆକ୍ରମଣ କରିବାର ମୁଁ ଦେଖୁଅଛି। ସେମାନେ ମୋ’ ବିଷୟରେ ଯାହା କଥାବାର୍ତ୍ତା କରିଛନ୍ତି, ତାହା ମୁଁ ଶୁଣିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି, ମୋʼ ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି।
Odia IRV 2017 (ଓଡିଆ ବାଇବେଲ)
ମୋ’ ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି, ମୋ’ ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି।