Psalms 92:12 — Compare Translations

5 translations compared side by side

Odia - 1840
"ଉତ୍ତମ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିରରେ ରୋପିତ ଲିବାନୋନର ଏରସ ଗଛ ତୁଲ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକ ଲୋକ ତାଳ ବୃକ୍ଷ ପରି ବର୍ଦ୍ଧିଷ୍ଣୁ ହେବ; ସେ ଲିବାନୋନ୍ରେ ଏରସ ବୃକ୍ଷ ତୁଲ୍ୟ ବୃଦ୍ଧି ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଉତ୍ତମ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିରରେ ରୋପିତ ଲିବାନୋ‌ନ୍‌ର ଏରସ ଗଛ ତୁଲ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକ ଲୋକ ତାଳ ବୃକ୍ଷ ପରି ବର୍ଦ୍ଧିଷ୍ଣୁ ହେବ; ସେ ଲିବାନୋନରେ ଏରସ ବୃକ୍ଷ ତୁଲ୍ୟ ବୃଦ୍ଧି ପାଇବ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକ ଲୋକ ତାଳ ବୃକ୍ଷ ପରି ବର୍ଦ୍ଧିଷ୍ଣୁ ହେବ; ସେ ଲିବାନୋନରେ ଏରସ ବୃକ୍ଷ ତୁଲ୍ୟ ବୃଦ୍ଧି ପାଇବ।