Psalms 92:13 — Compare Translations
5 translations compared side by side
Odia - 1840
"ସମାନେେ ପରମେଶ୍ବରଙ୍କ ମନ୍ଦିରର ଅଗଣାରେ ଅବସ୍ଥିତ ଅଙ୍କୁରିତ ଡ଼ାଳଗଛ ସ୍ବରୂପ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପରମେଶ୍ୱରଙ୍କ ମନ୍ଦିରର ଅଗଣାରେ ଅବସ୍ଥିତ ଅଙ୍କୁରିତ ଡାଳଗଛ ସ୍ୱରୂପ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ।