Psalms 92:14 — Compare Translations

5 translations compared side by side

Odia - 1840
"ଏପରିକି ଯେତବେେଳେ ସମାନେେ ବୃଦ୍ଧ ହବେେ, ସେତବେେଳେ ମଧ୍ଯ ସମାନେେ ଫଳ ଉତ୍ପନ୍ନ କରିପାରିବେ। ସମାନେେ ସୁସ୍ଥ ରହିବେ ଏବଂ ସମାନଙ୍କେର ବହୁତ ପତ୍ର ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ; ସେମାନେ ରସ ଓ ତେଜରେ ପୂର୍ଣ୍ଣ ହେବେ;
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ଯେତେବେଳେ ସେମାନେ ବୃଦ୍ଧ ହେବେ, ସେତେବେଳେ ମଧ୍ୟ ସେମାନେ ଫଳ ଉତ୍ପନ୍ନ କରି ପାରିବେ। ସେମାନେ ସୁସ୍ଥ ରହିବେ ଏବଂ ସେମାନଙ୍କର ବହୁତ ପତ୍ର ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ; ସେମାନେ ରସ ଓ ତେଜରେ ପୂର୍ଣ୍ଣ ହେବେ;
Odia IRV 2017 (ଓଡିଆ ବାଇବେଲ)
ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ; ସେମାନେ ରସ ଓ ତେଜରେ ପୂର୍ଣ୍ଣ ହେବେ;