Psalms 92:15 — Compare Translations

5 translations compared side by side

Odia - 1840
"ଏହା ଦ୍ବାରା ସଦାପ୍ରଭୁ ୟେ ୟଥାର୍ଥ ତାହା ପରିପ୍ରକାଶ ହବେ। ସେ ମାରେ ଶୈଳ, ତାହାଙ୍କଠାରେ କୌଣସି ଅଧର୍ମ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଦ୍ଦ୍ଵାରା ସଦାପ୍ରଭୁ ଯେ ଯାଥାର୍ଥିକ, ଏହା ପ୍ରକାଶିତ ହେବ; ସେ ମୋହର ଶୈଳ ଓ ତାହାଙ୍କଠାରେ କୌଣସି ଅଧର୍ମ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଦ୍ୱାରା ସଦାପ୍ରଭୁ ଯେ ଯଥାର୍ଥ ତାହା ପରିପ୍ରକାଶ ହେବ। ସେ ମୋର ଶୈଳ, ତାହାଙ୍କଠାରେ କୌଣସି ଅଧର୍ମ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଦ୍ଦ୍ୱାରା ସଦାପ୍ରଭୁ ଯେ ଯଥାର୍ଥିକ, ଏହା ପ୍ରକାଶିତ ହେବ; ସେ ମୋହର ଶୈଳ ଓ ତାହାଙ୍କଠାରେ କୌଣସି ଅଧର୍ମ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତଦ୍ଦ୍ୱାରା ସଦାପ୍ରଭୁ ଯେ ଯାଥାର୍ଥିକ, ଏହା ପ୍ରକାଶିତ ହେବ; ସେ ମୋହର ଶୈଳ ଓ ତାହାଙ୍କଠାରେ କୌଣସି ଅଧର୍ମ ନାହିଁ।