Psalms 92:2 — Compare Translations

5 translations compared side by side

Odia - 1840
"ପ୍ରଭାତ ସମଯରେ ତୁମ୍ଭର ପ୍ରମେ ଗୀତ ବୋଲିବା ଉତ୍ତମ ଏବଂ ରାତ୍ରିରେ ତୁମ୍ଭର ବିଶ୍ବସ୍ତତା ଗୀତ ଗାନ କରିବା ଉତ୍ତମ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦଶତାର-ଯନ୍ତ୍ର ଓ ନେବଲରେ, ବୀଣାର ଗମ୍ଭୀର ଧ୍ଵନିରେ,
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭାତ ସମୟରେ ତୁମ୍ଭର ପ୍ରେମ ଗୀତ ବୋଲିବା ଉତ୍ତମ ଏବଂ ରାତ୍ରିରେ ତୁମ୍ଭର ବିଶ୍ୱସ୍ତତା ଗୀତ ଗାନ କରିବା ଉତ୍ତମ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦଶତାର-ଯନ୍ତ୍ର ଓ ନେବଲରେ, ବୀଣାର ଗମ୍ଭୀର ଧ୍ୱନିରେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦଶତାର-ଯନ୍ତ୍ର ଓ ନେବଲରେ, ବୀଣାର ଗମ୍ଭୀର ଧ୍ୱନିରେ,