Psalms 92:3 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ଦଶତାର ୟନ୍ତ୍ର ଓ ନବେଲରେ ବୀଣାର ଗମ୍ଭୀର ଧ୍ବନିରେ ସୂ-ଗୀତ ଗାନ କରିବା ଭଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରାତଃକାଳରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ଓ ପ୍ରତି ରାତ୍ରି ତୁମ୍ଭ ବିଶ୍ଵସ୍ତତା ପ୍ରଚାର କରିବାର ଉତ୍ତମ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ଦଶତାର ଯନ୍ତ୍ର ଓ ନେବଲରେ ବୀଣାର ଗମ୍ଭୀର ଧ୍ୱନିରେ ସୂ-ଗୀତ ଗାନ କରିବା ଭଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରାତଃକାଳରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ଓ ପ୍ରତି ରାତ୍ରି ତୁମ୍ଭ ବିଶ୍ୱସ୍ତତା ପ୍ରଚାର କରିବାର ଉତ୍ତମ।
Odia IRV 2017 (ଓଡିଆ ବାଇବେଲ)
ପ୍ରାତଃକାଳରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ଓ ପ୍ରତି ରାତ୍ରି ତୁମ୍ଭ ବିଶ୍ୱସ୍ତତା ପ୍ରଚାର କରିବାର ଉତ୍ତମ।