Psalms 92:4 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭ ନିଜ କର୍ମ ମାେତେ ଆନନ୍ଦିତ କରିଅଛି। ମୁଁ ତୁମ୍ଭ ହସ୍ତକୃତ କର୍ମର ୟଶଗାନ କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ହେ ସଦାପ୍ରଭୋ, ତୁମ୍ଭେ ନିଜ କର୍ମରେ ମୋତେ ଆନନ୍ଦିତ କରିଅଛ; ମୁଁ ତୁମ୍ଭର ହସ୍ତକୃତ କର୍ମରେ ଜୟଧ୍ଵନି କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭ ନିଜ କର୍ମ ମୋତେ ଆନନ୍ଦିତ କରିଅଛି। ମୁଁ ତୁମ୍ଭ ହସ୍ତକୃତ କର୍ମର ଯଶଗାନ କରୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ହେ ସଦାପ୍ରଭୋ, ତୁମ୍ଭେ ନିଜ କର୍ମରେ ମୋତେ ଆନନ୍ଦିତ କରିଅଛ; ମୁଁ ତୁମ୍ଭର ହସ୍ତକୃତ କର୍ମରେ ଜୟଧ୍ୱନି କରିବି।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ହେ ସଦାପ୍ରଭୁ, ତୁମ୍ଭେ ନିଜ କର୍ମରେ ମୋତେ ଆନନ୍ଦିତ କରିଅଛ; ମୁଁ ତୁମ୍ଭର ହସ୍ତକୃତ କର୍ମରେ ଜୟଧ୍ୱନି କରିବି।