Psalms 92:5 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭର କର୍ମସବୁ ମହତ୍। ତୁମ୍ଭର ବିଚାରଧାରା ବୁଝିବା ଆମ୍ଭ ପକ୍ଷେ କଷ୍ଟକର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭର କର୍ମସବୁ କିପରି ମହତ! ତୁମ୍ଭର ସଂକଳ୍ପସବୁ ଅତି ଗଭୀର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭର କର୍ମସବୁ ମହତ୍। ତୁମ୍ଭର ବିଗ୍ଭରଧାରା ବୁଝିବା ଆମ୍ଭ ପକ୍ଷେ କଷ୍ଟକର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭର କର୍ମସବୁ କିପରି ମହତ! ତୁମ୍ଭର ସଂକଳ୍ପସବୁ ଅତି ଗଭୀର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭର କର୍ମସବୁ କିପରି ମହତ! ତୁମ୍ଭର ସଂକଳ୍ପସବୁ ଅତି ଗଭୀର।