Psalms 92:6 — Compare Translations
5 translations compared side by side
Odia - 1840
"ପଶୁବତ୍ ଲୋକମାନେ ଏହାକୁ ଜାଣି ନାହାଁନ୍ତି, କିଅବା ନିର୍ ବୋଧମାନେ ବୁଝନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପଶୁବତ୍ ଲୋକ ଜାଣେ ନାହିଁ; କିଅବା ନିର୍ବୋଧ ଲୋକ ଏହା ବୁଝେ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ପଶୁବତ୍ ଲୋକମାନେ ଏହାକୁ ଜାଣନ୍ତି ନାହିଁ, କିଅବା ନିର୍ବୋଧମାନେ ବୁଝନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନହୀନ ଲୋକ ଜାଣେ ନାହିଁ; କିଅବା ନିର୍ବୋଧ ଲୋକ ଏହା ବୁଝେ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନହୀନ ଲୋକ ଜାଣେ ନାହିଁ; କିଅବା ନିର୍ବୋଧ ଲୋକ ଏହା ବୁଝେ ନାହିଁ;