Psalms 92:7 — Compare Translations
5 translations compared side by side
Odia - 1840
"ଯେତବେେଳେ ଦୁଷ୍ଟଗଣ ତୃଣପରି ଅଙ୍କୁରିତ ହୁଅନ୍ତି ଓ ଅଧର୍ମାଚାରୀମାନେ ଫୁଲ-ଫଳ ଗଛ ସଦୃଶ ବଢ଼ି ସମୃଦ୍ଧଶାଳୀ ହାଇପୋରନ୍ତି। ସେତବେେଳେ ସମାନେେ କରୁଥିବା ମୂଲ୍ଯହୀନ କାର୍ୟ୍ଯ ଚିରଦିନ ପାଇଁ ନଷ୍ଟ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ ଓ ଅଧର୍ମାଚାରୀମାନେ ପ୍ରଫୁଲ୍ଲ ହୁଅନ୍ତି, ସେତେବେଳେ ସେମାନଙ୍କ ନିତ୍ୟସ୍ଥାୟୀ ବିନାଶ ନିମନ୍ତେ ସେପରି ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଦୁଷ୍ଟଗଣ ତୃଣପରି ଅଙ୍କୁରିତ ହୁଅନ୍ତି ଓ ଅଧର୍ମାଗ୍ଭରୀମାନେ ଫୁଲ-ଫଳ ଗଛ ସଦୃଶ ବଢ଼ି ସମୃଦ୍ଧଶାଳୀ ହୋଇପାରନ୍ତି। ସେତେବେଳେ ସେମାନେ କରୁଥିବା ମୂଲ୍ୟହୀନ କାର୍ଯ୍ୟ ଚିରଦିନ ପାଇଁ ନଷ୍ଟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ ଓ ଅଧର୍ମାଚାରୀମାନେ ପ୍ରଫୁଲ୍ଲ ହୁଅନ୍ତି, ସେତେବେଳେ ସେମାନଙ୍କ ନିତ୍ୟସ୍ଥାୟୀ ବିନାଶ ନିମନ୍ତେ ସେପରି ହୁଏ।
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ ଓ ଅଧର୍ମାଚାରୀମାନେ ପ୍ରଫୁଲ୍ଲ ହୁଅନ୍ତି, ସେତେବେଳେ ସେମାନଙ୍କ ନିତ୍ୟସ୍ଥାୟୀ ବିନାଶ ନିମନ୍ତେ ସେପରି ହୁଏ।