Psalms 92:8 — Compare Translations
5 translations compared side by side
Odia - 1840
"କିନ୍ତୁ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ପାଇଁ ସର୍ବୋଚ୍ଚଧିକାରୀ ଅଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଊର୍ଦ୍ଧ୍ଵବାସୀ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ପାଇଁ ସର୍ବୋଚ୍ଚଧିକାରୀ ଅଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଊର୍ଦ୍ଧ୍ୱବାସୀ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ଊର୍ଦ୍ଧ୍ୱବାସୀ।