Psalms 92:9 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭର ସମସ୍ତ ଶତ୍ରୁ ବିନଷ୍ଟ ହବେେ। ସହେି ସମସ୍ତ କୁକର୍ମ କରୁଥିବା ଲୋକ ପରାସ୍ତ ହବେେ ଏବଂ ଛିନ୍ନ ବିଚ୍ଛିନ୍ନ ହାଇଯେିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ହେ ସଦାପ୍ରଭୋ, ଦେଖ, ତୁମ୍ଭ ଶତ୍ରୁଗଣ, ଦେଖ, ତୁମ୍ଭର ଶତ୍ରୁଗଣ ବିନଷ୍ଟ ହେବେ; ଅଧର୍ମାଚାରୀ ସମସ୍ତେ ଚ୍ଛିନ୍ନଭିନ୍ନ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭର ସମସ୍ତ ଶତ୍ରୁ ବିନଷ୍ଟ ହେବେ। ସେହି ସମସ୍ତ କୁକର୍ମ କରୁଥିବା ଲୋକ ପରାସ୍ତ ହେବେ ଏବଂ ଛିନ୍ନ ବିଚ୍ଛିନ୍ନ ହୋଇଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ହେ ସଦାପ୍ରଭୋ, ଦେଖ, ତୁମ୍ଭ ଶତ୍ରୁଗଣ, ଦେଖ, ତୁମ୍ଭର ଶତ୍ରୁଗଣ ବିନଷ୍ଟ ହେବେ; ଅଧର୍ମାଚାରୀ ସମସ୍ତେ ଚ୍ଛିନ୍ନଭିନ୍ନ ହେବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ହେ ସଦାପ୍ରଭୁ, ଦେଖ, ତୁମ୍ଭ ଶତ୍ରୁଗଣ, ଦେଖ, ତୁମ୍ଭର ଶତ୍ରୁଗଣ ବିନଷ୍ଟ ହେବେ; ଅଧର୍ମାଚାରୀ ସମସ୍ତେ ଚ୍ଛିନ୍ନଭିନ୍ନ ହେବେ।