Psalms 93:1 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ରାଜା ଅଟନ୍ତି। ସେ ମହିମା ଓ ଶକ୍ତି ରୂପକ ବସ୍ତ୍ର ପରିଧାନ କରନ୍ତି। ସେ ନିଜ କଟିରେ ସମଗ୍ର ବିଶା୍ବସକୁ ଧରିଛନ୍ତି। ଏହା ୟପରେି ଟଳମଳ ହାଇେ ନ ୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ଵିତ; ସଦାପ୍ରଭୁ ବସ୍ତ୍ରାନ୍ଵିତ ହୋଇ ବଳରେ ଆପଣା କଟି ବାନ୍ଧିଅଛନ୍ତି; ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ରାଜା ଅଟନ୍ତି। ସେ ମହିମା ଓ ଶକ୍ତି ରୂପକ ବସ୍ତ୍ର ପରିଧାନ କରନ୍ତି। ସେ ନିଜ କଟିରେ ସମଗ୍ର ବିଶ୍ୱକୁ ଧରିଛନ୍ତି, ଏହା ଯେପରି ଟଳମଳ ହୋଇ ନ ଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ୱିତ; ସଦାପ୍ରଭୁ ବସ୍ତ୍ରାନ୍ୱିତ ହୋଇ ବଳରେ ଆପଣା କଟି ବାନ୍ଧି ଅଛନ୍ତି; ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ୱିତ; ସଦାପ୍ରଭୁ ବସ୍ତ୍ରାନ୍ୱିତ ହୋଇ ବଳରେ ଆପଣା କଟି ବାନ୍ଧି ଅଛନ୍ତି; ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ।