Psalms 93:2 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳରୁ ରହିଥିଲା, ତୁମ୍ଭେ ସର୍ବଦା ଜୀବିତ ଏବଂ ସର୍ବଦା ଶାସନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ; ତୁମ୍ଭେ ଅନାଦି କାଳରୁ ବିଦ୍ୟମାନ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳରୁ ରହିଥିଲା, ତୁମ୍ଭେ ସର୍ବଦା ଜୀବିତ ଏବଂ ସର୍ବଦା ଶାସନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ; ତୁମ୍ଭେ ଅନାଦିକାଳରୁ ବିଦ୍ୟମାନ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ; ତୁମ୍ଭେ ଅନାଦି କାଳରୁ ବିଦ୍ୟମାନ।