Psalms 93:3 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ସମୁଦ୍ରସବୁ ଘଡ଼ଘଡ଼ି ଭଳି ଧ୍ବନି ବାହାର କଲେ। ସମୁଦ୍ରସବୁ ସମାନଙ୍କେର ଢ଼େଉ ଭାଙ୍ଗି ଗର୍ଜ୍ଜନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ନଦୀସକଳ ବଢ଼ି ଉଠିଅଛନ୍ତି, ନଦୀସବୁ ଆପଣା ଆପଣା ଧ୍ଵନି ଉଠାଇ ଅଛନ୍ତି; ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ସମୁଦ୍ରସବୁ ଘଡ଼ଘଡ଼ି ଭଳି ଧ୍ୱନି ବାହାର କଲେ। ସମୁଦ୍ରସବୁ ସେମାନଙ୍କର ଢେଉ ଭାଙ୍ଗି ଗର୍ଜନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ନଦୀସକଳ ବଢ଼ି ଉଠିଅଛନ୍ତି, ନଦୀସବୁ ଆପଣା ଆପଣା ଧ୍ୱନି ଉଠାଇଅଛନ୍ତି; ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ନଦୀସକଳ ବଢ଼ି ଉଠିଅଛନ୍ତି, ନଦୀସବୁ ଆପଣା ଆପଣା ଧ୍ୱନି ଉଠାଇ ଅଛନ୍ତି; ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି।