Psalms 93:5 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭର ବ୍ଯବସ୍ଥା ସର୍ବଦା ରହିବ। ତୁମ୍ଭର ପବିତ୍ର ମନ୍ଦିର ଚିରସ୍ଥାଯୀ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ପ୍ରମାଣବାକ୍ୟ ଅତି ନିଶ୍ଚିତ; ହେ ସଦାପ୍ରଭୋ, ପବିତ୍ରତା ସର୍ବଦା ତୁମ୍ଭ ଗୃହର ଶୋଭା ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭର ବ୍ୟବସ୍ଥା ସର୍ବଦା ରହିବ। ତୁମ୍ଭର ପବିତ୍ର ମନ୍ଦିର ଚିରସ୍ଥାୟୀ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ପ୍ରମାଣ-ବାକ୍ୟ ଅତି ନିଶ୍ଚିତ; ହେ ସଦାପ୍ରଭୋ, ପବିତ୍ରତା ସର୍ବଦା ତୁମ୍ଭ ଗୃହର ଶୋଭା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ପ୍ରମାଣ-ବାକ୍ୟ ଅତି ନିଶ୍ଚିତ; ହେ ସଦାପ୍ରଭୁ, ପବିତ୍ରତା ସର୍ବଦା ତୁମ୍ଭ ଗୃହର ଶୋଭା।