Psalms 94:1 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ପ୍ରତିଫଳ ଦାତା ପରମେଶ୍ବର, ୟିଏ ଦଣ୍ଡ ଦିଅନ୍ତି, ତୁମ୍ଭର ମହାନତା ଦଖାେଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ପ୍ରତିଫଳଦାତା ପରମେଶ୍ଵର, ହେ ପ୍ରତିଫଳଦାତା ପରମେଶ୍ଵର, ତୁମ୍ଭେ ପ୍ରକାଶମାନ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ପ୍ରତିଫଳ ଦାତା ପରମେଶ୍ୱର, ଯିଏ ଦଣ୍ଡ ଦିଅନ୍ତି, ତୁମ୍ଭର ମହାନତା ଦେଖାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ପ୍ରତିଫଳଦାତା ପରମେଶ୍ୱର, ହେ ପ୍ରତିଫଳଦାତା ପରମେଶ୍ୱର, ଆପଣା କ୍ରୋଧ ଦେଖାଅ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ପ୍ରତିଫଳଦାତା ପରମେଶ୍ୱର, ହେ ପ୍ରତିଫଳଦାତା ପରମେଶ୍ୱର, ଆପଣା କ୍ରୋଧ ଦେଖାଅ।