Psalms 94:10 — Compare Translations

5 translations compared side by side

Odia - 1840
"ଜଣେ ୟିଏକି ଜାତିଗଣକୁ ସଂ ଶାଧେନ କରନ୍ତି, ତୁମ୍ଭକୁ ଦଣ୍ଡ ଦବେେ? ସେ ମାନବମାନଙ୍କୁ ଜ୍ଞାନ ବିଷଯରେ ଶିକ୍ଷା ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଗୋଷ୍ଠୀବର୍ଗକୁ ଶାସନ କରନ୍ତି, ଯେ ମନୁଷ୍ୟକୁ ଜ୍ଞାନ ଶିକ୍ଷା ଦିଅନ୍ତି, ସେ କି ଶାସ୍ତି ଦେବେ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଯିଏକି ଜାତିଗଣକୁ ସଂଶୋଧନ କରନ୍ତି, ତୁମ୍ଭକୁ ଦଣ୍ଡ ଦେବେ? ସେ ମାନବମାନଙ୍କୁ ଜ୍ଞାନ ବିଷୟରେ ଶିକ୍ଷା ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଗୋଷ୍ଠୀବର୍ଗକୁ ଶାସନ କରନ୍ତି, ଯେ ମନୁଷ୍ୟକୁ ଜ୍ଞାନ ଶିକ୍ଷା ଦିଅନ୍ତି, ସେ କି ଶାସ୍ତି ଦେବେ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଯେ ଗୋଷ୍ଠୀବର୍ଗକୁ ଶାସନ କରନ୍ତି, ଯେ ମନୁଷ୍ୟକୁ ଜ୍ଞାନ ଶିକ୍ଷା ଦିଅନ୍ତି, ସେ କି ଶାସ୍ତି ଦେବେ ନାହିଁ?