Psalms 94:12 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ ଯେଉଁ ଲୋକମାନଙ୍କୁ ତୁମ୍ଭେ ଶାସନ କର, ସମାନେେ ଆଶୀର୍ବାଦ ପ୍ରାପ୍ତ ହବେେ। ତୁମ୍ଭେ ଆପଣା ନିଯମରେ ସମାନଙ୍କେୁ ବଞ୍ଚିବାର ଠିକ୍ ମାର୍ଗ ଶିକ୍ଷା ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା ପର୍ଯ୍ୟନ୍ତ ବିପଦ କାଳରୁ ବିଶ୍ରାମ ଦେବା ନିମନ୍ତେ,
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ ଯେଉଁ ଲୋକମାନଙ୍କୁ ତୁମ୍ଭେ ଶାସନ କର, ସେମାନେ ଆଶୀର୍ବାଦ ପ୍ରାପ୍ତ ହେବେ। ତୁମ୍ଭେ ଆପଣା ନିୟମରେ ସେମାନଙ୍କୁ ବଞ୍ଚିବାର ଠିକ୍ ମାର୍ଗ ଶିକ୍ଷା ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା ପର୍ଯ୍ୟନ୍ତ ବିପଦ କାଳରୁ ବିଶ୍ରାମ ଦେବା ନିମନ୍ତେ,
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା ପର୍ଯ୍ୟନ୍ତ ବିପଦ କାଳରୁ ବିଶ୍ରାମ ଦେବା ନିମନ୍ତେ,