Psalms 94:13 — Compare Translations
5 translations compared side by side
Odia - 1840
"ବିପଦ ବେଳେ ସମାନଙ୍କେୁ ସୁସ୍ଥିର କର, ଦୁଷ୍ଟମାନେ ବିନାଶ ହବୋ ପର୍ୟ୍ଯନ୍ତ ତୁମ୍ଭର ଅନୁଗାମୀମାନଙ୍କୁ ସାହାୟ୍ଯ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯାହାକୁ ଶାସନ କର ଓ ଆପଣା ବ୍ୟବସ୍ଥାରୁ ଶିକ୍ଷା ଦିଅ, ସେ ଲୋକ ଧନ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ବିପଦ ବେଳେ ସେମାନଙ୍କୁ ସୁସ୍ଥିର କର, ଦୁଷ୍ଟମାନେ ବିନାଶ ହେବା ପର୍ଯ୍ୟନ୍ତ ତୁମ୍ଭର ଅନୁଗାମୀମାନଙ୍କୁ ସାହାଯ୍ୟ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯାହାକୁ ଶାସନ କର ଓ ଆପଣା ବ୍ୟବସ୍ଥାରୁ ଶିକ୍ଷା ଦିଅ, ସେ ଲୋକ ଧନ୍ୟ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯାହାକୁ ଶାସନ କର ଓ ଆପଣା ବ୍ୟବସ୍ଥାରୁ ଶିକ୍ଷା ଦିଅ, ସେ ଲୋକ ଧନ୍ୟ।