Psalms 94:15 — Compare Translations
5 translations compared side by side
Odia - 1840
"ନ୍ଯାଯ ଫରେିବ ଏବଂ ଏହା ସ୍ବଚ୍ଛତା ଆଣିବ ଏବଂ ଯେଉଁ ସମସ୍ତ ବ୍ଯକ୍ତି ସତ୍ଯପ୍ରିଯ ଅଟନ୍ତି, ନ୍ଯାଯର ଅନୁଗାମୀ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ଶାସନ ଧର୍ମ ପକ୍ଷରେ ବାହୁଡ଼ିବ; ପୁଣି, ସରଳାନ୍ତଃକରଣ ଲୋକସମସ୍ତେ ତହିଁର ଅନୁଗାମୀ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ନ୍ୟାୟ ଫେରିବ ଏବଂ ଏହା ସ୍ୱଚ୍ଛତା ଆଣିବ ଏବଂ ଯେଉଁ ସମସ୍ତ ବ୍ୟକ୍ତି ସତ୍ୟପ୍ରିୟ ଅଟନ୍ତି, ନ୍ୟାୟର ଅନୁଗାମୀ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ଶାସନ ଧର୍ମ ପକ୍ଷରେ ବାହୁଡ଼ିବ; ପୁଣି, ସରଳାନ୍ତଃକରଣ ଲୋକ ସମସ୍ତେ ତହିଁର ଅନୁଗାମୀ ହେବେ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ଶାସନ ଧର୍ମ ପକ୍ଷରେ ବାହୁଡ଼ିବ; ପୁଣି, ସରଳାନ୍ତଃକରଣ ଲୋକସମସ୍ତେ ତହିଁର ଅନୁଗାମୀ ହେବେ।