Psalms 94:16 — Compare Translations
5 translations compared side by side
Odia - 1840
"ଦୁଷ୍ଟ ଲୋକମାନଙ୍କ ବିରୁଦ୍ଧରେ ଲଢ଼ିବା ପାଇଁ କିଏ ମାେତେ ସାହାୟ୍ଯ କରିବ? ଦୁଷ୍ଟ ଲୋକମାନଙ୍କ ବିପକ୍ଷରେ କିଏ ମାେ ସହିତ ଠିଆ ହବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଏ ମୋହର ସପକ୍ଷ ହୋଇ କୁକର୍ମକାରୀମାନଙ୍କ ବିରୁଦ୍ଧରେ ଉଠିବ? କିଏ ମୋହର ସପକ୍ଷ ହୋଇ ଅଧର୍ମାଚାରୀମାନଙ୍କ ବିରୁଦ୍ଧରେ ଠିଆ ହେବ?
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକମାନଙ୍କ ବିରୁଦ୍ଧରେ ଲଢ଼ିବା ପାଇଁ କିଏ ମୋତେ ସାହାଯ୍ୟ କରିବ? ଦୁଷ୍ଟ ଲୋକମାନଙ୍କ ବିପକ୍ଷରେ କିଏ ମୋ’ ସହିତ ଠିଆ ହେବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଏ ମୋହର ସପକ୍ଷ ହୋଇ କୁକର୍ମକାରୀମାନଙ୍କ ବିରୁଦ୍ଧରେ ଉଠିବ? କିଏ ମୋହର ସପକ୍ଷ ହୋଇ ଅଧର୍ମାଚାରୀମାନଙ୍କ ବିରୁଦ୍ଧରେ ଠିଆ ହେବ?
Odia IRV 2017 (ଓଡିଆ ବାଇବେଲ)
କିଏ ମୋହର ସପକ୍ଷ ହୋଇ କୁକର୍ମକାରୀମାନଙ୍କ ବିରୁଦ୍ଧରେ ଉଠିବ? କିଏ ମୋହର ସପକ୍ଷ ହୋଇ ଅଧର୍ମାଚାରୀମାନଙ୍କ ବିରୁଦ୍ଧରେ ଠିଆ ହେବ?