Psalms 94:17 — Compare Translations
5 translations compared side by side
Odia - 1840
"ୟଦି ମାେତେ ସଦାପ୍ରଭୁ ସାହାୟ୍ଯ କରି ନ ଥାନ୍ତେ, ତବେେ ମୃତ୍ଯୁ ମାରେ ପ୍ରାଣକୁ ଅତିକ୍ରମ କରି ୟାଇଥାନ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମୋହର ସହାୟ ହୋଇ ନ ଥିଲେ ମୋହର ପ୍ରାଣ ଶୀଘ୍ର ନୀରବ ସ୍ଥାନରେ ବାସ କରିଥାʼନ୍ତା ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ମୋତେ ସଦାପ୍ରଭୁ ସାହାଯ୍ୟ କରି ନ ଥା’ନ୍ତେ, ତେବେ ମୃତ୍ୟୁ ମୋର ପ୍ରାଣକୁ ଅତିକ୍ରମ କରି ଯାଇଥା’ନ୍ତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମୋହର ସହାୟ ହୋଇ ନ ଥିଲେ ମୋହର ପ୍ରାଣ ଶୀଘ୍ର ନୀରବ ସ୍ଥାନରେ ବାସ କରିଥାʼନ୍ତା ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମୋହର ସହାୟ ହୋଇ ନ ଥିଲେ ମୋହର ପ୍ରାଣ ଶୀଘ୍ର ନୀରବ ସ୍ଥାନରେ ବାସ କରିଥା’ନ୍ତା ।