Psalms 94:18 — Compare Translations
5 translations compared side by side
Odia - 1840
"ମୁଁ ଭାବିଲି, ମୁଁ ତଳକୁ ଖସିବା ଅବସ୍ଥାରେ ଥିଲି କିନ୍ତୁ ପ୍ରଭୁ ତୁମ୍ଭର ପ୍ରମେ, ମାେତେ ସକ୍ଷମ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ପାଦ ଖସି ଯାଉଛି ବୋଲି କହିଲା ବେଳେ, ହେ ସଦାପ୍ରଭୋ, ତୁମ୍ଭର ଦୟା ମୋତେ ଧରି ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଭାବିଲି, ମୁଁ ତଳକୁ ଖସିବା ଅବସ୍ଥାରେ ଥିଲି କିନ୍ତୁ ପ୍ରଭୁ ତୁମ୍ଭର ପ୍ରେମ, ମୋତେ ସକ୍ଷମ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମୋହର ପାଦ ଖସି ଯାଉଛି” ବୋଲି କହିଲା ବେଳେ, ହେ ସଦାପ୍ରଭୋ, ତୁମ୍ଭର ଦୟା ମୋତେ ଧରି ରଖିଲା।
Odia IRV 2017 (ଓଡିଆ ବାଇବେଲ)
“ମୋହର ପାଦ ଖସି ଯାଉଛି” ବୋଲି କହିଲା ବେଳେ, ହେ ସଦାପ୍ରଭୁ, ତୁମ୍ଭର ଦୟା ମୋତେ ଧରି ରଖିଲା।