Psalms 94:19 — Compare Translations

5 translations compared side by side

Odia - 1840
"ମୁଁ ଅତି ବ୍ଯସ୍ତ ଓ ଚିନ୍ତିତ ଥିଲା ବେଳେ, ସଦାପ୍ରଭୁ ମାେତେ ଆନନ୍ଦ ଓ ଖୁସି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ଆନ୍ତରିକ ଭାବନାର ବାହୁଲ୍ୟ ସମୟରେ ତୁମ୍ଭର ସାନ୍ତ୍ଵନାସବୁ ମୋʼ ପ୍ରାଣକୁ ଆହ୍ଲାଦିତ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଅତି ବ୍ୟସ୍ତ ଓ ଚିନ୍ତିତ ଥିଲା ବେଳେ, ସଦାପ୍ରଭୁ ମୋତେ ଆନନ୍ଦ ଓ ଖୁସୀ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଆନ୍ତରିକ ଭାବନାର ବାହୁଲ୍ୟ ସମୟରେ ତୁମ୍ଭର ସାନ୍ତ୍ୱନାସବୁ ମୋʼ ପ୍ରାଣକୁ ଆହ୍ଲାଦିତ କରେ।
Odia IRV 2017 (ଓଡିଆ ବାଇବେଲ)
ମୋ’ ଆନ୍ତରିକ ଭାବନାର ବାହୁଲ୍ୟ ସମୟରେ ତୁମ୍ଭର ସାନ୍ତ୍ୱନାସବୁ ମୋ’ ପ୍ରାଣକୁ ଆହ୍ଲାଦିତ କରେ।