Psalms 94:2 — Compare Translations

5 translations compared side by side

Odia - 1840
"ତୁମ୍ଭେ ହେଉଛ ସାରା ପୃଥିବୀର ବିଚାରକର୍ତ୍ତା। ଜାଗି ଉଠ ଏବଂ ଅହଙ୍କାରୀ ଲୋକମାନଙ୍କୁ ତାଙ୍କର କର୍ମାନୁସାରେ ଫଳ ଦିଅ, ୟାହା ସମାନେେ ଚାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପୃଥିବୀର ବିଚାରକର୍ତ୍ତା, ଉଠ; ଅହଙ୍କାରୀ-ମାନଙ୍କୁ ସେମାନଙ୍କ କର୍ମାନୁସାରେ ପ୍ରତିଫଳ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ହେଉଛ ସାରା ପୃଥିବୀର ବିଗ୍ଭରକର୍ତ୍ତା। ଜାଗି ଉଠ ଏବଂ ଅହଙ୍କାରୀ ଲୋକମାନଙ୍କୁ ତାଙ୍କର କର୍ମାନୁସାରେ ଫଳ ଦିଅ, ଯାହା ସେମାନେ ଗ୍ଭହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପୃଥିବୀର ବିଚାରକର୍ତ୍ତା, ଉଠ; ଅହଙ୍କାରୀମାନଙ୍କୁ ସେମାନଙ୍କ କର୍ମାନୁସାରେ ପ୍ରତିଫଳ ଦିଅ।
Odia IRV 2017 (ଓଡିଆ ବାଇବେଲ)
ହେ ପୃଥିବୀର ବିଚାରକର୍ତ୍ତା, ଉଠ; ଅହଙ୍କାରୀମାନଙ୍କୁ ସେମାନଙ୍କ କର୍ମାନୁସାରେ ପ୍ରତିଫଳ ଦିଅ।