Psalms 94:20 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ତୁମ୍ଭେ ନିଷ୍ଠୁର ବିଚାରକମାନଙ୍କୁ ସାହାୟ୍ଯ କର ନାହିଁ। ସହେି ଅଧର୍ମୀ ବିଚାରକମାନେ ଲୋକମାନଙ୍କର ଜୀବନକୁ ଦୁର୍ବିସହ କରିବା ପାଇଁ ନିଯମକୁ ବ୍ଯବହାର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଧାନ ଦ୍ଵାରା ଉପଦ୍ରବ-ରଚନାକାରୀ ଦୁଷ୍ଟତାରୂପ ସିଂହାସନର କି ତୁମ୍ଭ ସଙ୍ଗେ ସମ୍ଵନ୍ଧତା ହେବ?
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ ନିଷ୍ଠୁର ବିଗ୍ଭରକମାନଙ୍କୁ ସାହାଯ୍ୟ କର ନାହିଁ। ସେହି ଅଧର୍ମୀ ବିଗ୍ଭରକମାନେ ଲୋକମାନଙ୍କର ଜୀବନକୁ ଦୁର୍ବିସହ କରିବା ପାଇଁ ନିୟମକୁ ବ୍ୟବହାର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଧାନ ଦ୍ୱାରା ଉପଦ୍ରବ-ରଚନାକାରୀ ଦୁଷ୍ଟତାରୂପ ସିଂହାସନର କି ତୁମ୍ଭ ସଙ୍ଗେ ସମ୍ବନ୍ଧତା ହେବ?
Odia IRV 2017 (ଓଡିଆ ବାଇବେଲ)
ବିଧାନ ଦ୍ୱାରା ଉପଦ୍ରବ-ରଚନାକାରୀ ଦୁଷ୍ଟତାରୂପ ସିଂହାସନର କି ତୁମ୍ଭ ସଙ୍ଗେ ସମ୍ବନ୍ଧତା ହେବ?