Psalms 94:21 — Compare Translations

5 translations compared side by side

Odia - 1840
"ଯେଉଁ ବିଚାରକଗଣ ଭଲ ଲୋକମାନଙ୍କୁ ନ୍ଯାଯ ଦିଅନ୍ତି ନାହିଁ, ସମାନେେ କହନ୍ତି ନିରୀହ ଲୋକମାନେ ଦୋଷୀ ଏବଂ ସମାନଙ୍କେୁ ମରଣର ଆରୋପ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଧାର୍ମିକର ପ୍ରାଣ ପ୍ରତିକୂଳରେ ଦଳବଦ୍ଧ ହୁଅନ୍ତି ଓ ନିର୍ଦ୍ଦୋଷ ରକ୍ତକୁ ଦୋଷୀ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ବିଗ୍ଭରକଗଣ ଭଲ ଲୋକମାନଙ୍କୁ ନ୍ୟାୟ ଦିଅନ୍ତି ନାହିଁ, ସେମାନେ କହନ୍ତି ନିରୀହ ଲୋକମାନେ ଦୋଷୀ ଏବଂ ସେମାନଙ୍କୁ ମରଣର ଆରୋପ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଧାର୍ମିକର ପ୍ରାଣ ପ୍ରତିକୂଳରେ ଦଳବଦ୍ଧ ହୁଅନ୍ତି ଓ ନିର୍ଦ୍ଦୋଷ ରକ୍ତକୁ ଦୋଷୀ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଧାର୍ମିକର ପ୍ରାଣ ପ୍ରତିକୂଳରେ ଦଳବଦ୍ଧ ହୁଅନ୍ତି ଓ ନିର୍ଦ୍ଦୋଷ ରକ୍ତକୁ ଦୋଷୀ କରନ୍ତି।