Psalms 94:22 — Compare Translations

5 translations compared side by side

Odia - 1840
"ମାତ୍ର ସଦାପ୍ରଭୁ ଉଚ୍ଚ ପର୍ବତରେ ମାରେ ଉଚ୍ଚ ଦୁର୍ଗ ଓ ମାରେ ପରମେଶ୍ବର ମାରେ ଆଶ୍ରଯଶୈଳ ହାଇେଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ମୋହର ଉଚ୍ଚ ଦୁର୍ଗ ଓ ମୋʼ ପରମେଶ୍ଵର ମୋହର ଆଶ୍ରୟଶୈଳ ହୋଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସଦାପ୍ରଭୁ ଉଚ୍ଚ ପର୍ବତରେ ମୋର ଉଚ୍ଚ ଦୁର୍ଗ ଓ ମୋର ପରମେଶ୍ୱର ମୋର ଆଶ୍ରୟଶୈଳ ହୋଇଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ମୋହର ଉଚ୍ଚ ଦୁର୍ଗ ଓ ମୋʼ ପରମେଶ୍ୱର ମୋହର ଆଶ୍ରୟ ଶୈଳ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁ ମୋହର ଉଚ୍ଚ ଦୁର୍ଗ ଓ ମୋ’ ପରମେଶ୍ୱର ମୋହର ଆଶ୍ରୟ ଶୈଳ ହୋଇଅଛନ୍ତି।