Psalms 94:23 — Compare Translations
5 translations compared side by side
Odia - 1840
"ପରମେଶ୍ବର ସହେି ଅଧର୍ମୀ ବିଚାରକମାନଙ୍କୁ ତାଙ୍କର କୃତ କର୍ମ ପାଇଁ ଦଣ୍ଡ ଦବେେ। ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବର ସମାନଙ୍କେୁ ଧ୍ବଂସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସେମାନଙ୍କ ନିଜ ଅଧର୍ମ ସେମାନଙ୍କ ଉପରେ ବର୍ତ୍ତାଇ ଅଛନ୍ତି, ଆଉ ସେମାନଙ୍କ ନିଜ ଦୁଷ୍ଟତାରେ ସେମାନଙ୍କୁ ଉଚ୍ଛିନ୍ନ କରିବେ; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ସେମାନଙ୍କୁ ଉଚ୍ଛିନ୍ନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେହି ଅଧର୍ମୀ ବିଗ୍ଭରକମାନଙ୍କୁ ତାଙ୍କର କୃତ କର୍ମ ପାଇଁ ଦଣ୍ଡ ଦେବେ। ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ଧ୍ୱଂସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଦୁଷ୍ଟତା ଲୋକମାନଙ୍କ ଅଧର୍ମ ସେମାନଙ୍କ ଉପରେ ବର୍ତ୍ତାଇଅଛନ୍ତି, ଆଉ ସେମାନଙ୍କ ନିଜ ଦୁଷ୍ଟତାରେ ସେମାନଙ୍କୁ ଉଚ୍ଛିନ୍ନ କରିବେ; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଉଚ୍ଛିନ୍ନ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଦୁଷ୍ଟତା ଲୋକମାନଙ୍କ ଅଧର୍ମ ସେମାନଙ୍କ ଉପରେ ବର୍ତ୍ତାଇ ଅଛନ୍ତି, ଆଉ ସେମାନଙ୍କ ନିଜ ଦୁଷ୍ଟତାରେ ସେମାନଙ୍କୁ ଉଚ୍ଛିନ୍ନ କରିବେ; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଉଚ୍ଛିନ୍ନ କରିବେ।