Psalms 94:3 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ଦୁଷ୍ଟମାନେ କେତେ କାଳୟାଏ ଶାସନ କରିବେ? ସଦାପ୍ରଭୁ ଆଉ କେତେ କାଳ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଦୁଷ୍ଟମାନେ କେତେ କାଳ, ଦୁଷ୍ଟମାନେ କେତେ କାଳ ଜୟଧ୍ଵନି କରିବେ?
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଦୁଷ୍ଟମାନେ କେତେ କାଳଯାଏ ଶାସନ କରିବେ? ସଦାପ୍ରଭୁ ଆଉ କେତେ କାଳ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଦୁଷ୍ଟମାନେ କେତେ କାଳ, ଦୁଷ୍ଟମାନେ କେତେ କାଳ ଜୟଧ୍ୱନି କରିବେ?
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଦୁଷ୍ଟମାନେ କେତେ କାଳ, ଦୁଷ୍ଟମାନେ କେତେ କାଳ ଜୟଧ୍ୱନି କରିବେ?