Psalms 94:4 — Compare Translations

5 translations compared side by side

Odia - 1840
"ସହେି ଦାଗିମାନେ ଆଉ କେତେ କାଳ ଅହଙ୍କାର କଥା କହିବେ? ସହେି ଅଧର୍ମାଚାରୀମାନେ କେତେ କାଳ ଦର୍ପ କରିବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କେତେ କାଳ ଅହଙ୍କାରରେ କଥା ଉଚ୍ଚାରଣ କରି କହିବେ? ଅଧର୍ମାଚାରୀ ସମସ୍ତେ ଦର୍ପ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦାଗିମାନେ ଆଉ କେତେ କାଳ ଅହଙ୍କାର କଥା କହିବେ? ସେହି ଅଧର୍ମାଗ୍ଭରୀମାନେ କେତେ କାଳ ଦର୍ପ କରିବେ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କେତେ କାଳ ଅହଙ୍କାରରେ କଥା ଉଚ୍ଚାରଣ କରି କହିବେ? ଅଧର୍ମାଚାରୀ ସମସ୍ତେ ଦର୍ପ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ କେତେ କାଳ ଅହଙ୍କାରରେ କଥା ଉଚ୍ଚାରଣ କରି କହିବେ? ଅଧର୍ମାଚାରୀ ସମସ୍ତେ ଦର୍ପ କରନ୍ତି।

Recommended Reading