Psalms 94:5 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ସମାନେେ ତୁମ୍ଭ ଲୋକମାନଙ୍କୁ ନିରାଶ କରନ୍ତି। ସମାନେେ ତୁମ୍ଭର ଲୋକମାନଙ୍କୁ ୟନ୍ତ୍ରଣା ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ସେମାନେ ତୁମ୍ଭ ଲୋକମାନଙ୍କୁ ଚୂର୍ଣ୍ଣ କରନ୍ତି ଓ ତୁମ୍ଭ ଅଧିକାରକୁ କ୍ଳେଶ ଦିଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ସେମାନେ ତୁମ୍ଭ ଲୋକମାନଙ୍କୁ ନିରାଶ କରନ୍ତି। ସେମାନେ ତୁମ୍ଭର ଲୋକମାନଙ୍କୁ ଯନ୍ତ୍ରଣା ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ସେମାନେ ତୁମ୍ଭ ଲୋକମାନଙ୍କୁ ଚୂର୍ଣ୍ଣ କରନ୍ତି ଓ ତୁମ୍ଭ ଅଧିକାରକୁ କ୍ଳେଶ ଦିଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ସେମାନେ ତୁମ୍ଭ ଲୋକମାନଙ୍କୁ ଚୂର୍ଣ୍ଣ କରନ୍ତି ଓ ତୁମ୍ଭ ଅଧିକାରକୁ କ୍ଳେଶ ଦିଅନ୍ତି।