Psalms 94:6 — Compare Translations

5 translations compared side by side

Odia - 1840
"ସହେି ଲୋକମାନେ ବିଧବାମାନଙ୍କୁ ଓ ନିଜ ଦେଶରେ ଥିବା ଅତିଥିମାନଙ୍କୁ ବାଧ୍ଯ କରନ୍ତି। ସମାନେେ ଅନାଥ ପିଲାମାନଙ୍କୁ ମଧ୍ଯ ହତ୍ଯା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ବିଧବା ଓ ବିଦେଶୀକି ବଧ କରନ୍ତି ଓ ପିତୃହୀନମାନଙ୍କୁ ହତ୍ୟା କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ବିଧବାମାନଙ୍କୁ ଓ ନିଜ ଦେଶରେ ଥିବା ଅତିଥିମାନଙ୍କୁ ବାଧ୍ୟ କରନ୍ତି। ସେମାନେ ଅନାଥ ପିଲାମାନଙ୍କୁ ମଧ୍ୟ ହତ୍ୟା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ବିଧବା, ବିଦେଶୀକୁ ବଧ କରନ୍ତି ଓ ପିତୃହୀନମାନଙ୍କୁ ହତ୍ୟା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ବିଧବା, ବିଦେଶୀକୁ ବଧ କରନ୍ତି ଓ ପିତୃହୀନମାନଙ୍କୁ ହତ୍ୟା କରନ୍ତି।