Psalms 94:7 — Compare Translations
5 translations compared side by side
Odia - 1840
"ସମାନେେ ଏହିପରି କହନ୍ତି ୟେ, ସଦାପ୍ରଭୁ ସମାନଙ୍କେର କୁକର୍ମକୁ ଦେଖିପାରିବେ ନାହିଁ। କିଅବା ୟାକୁବର ପରମେଶ୍ବର ବିବଚେନା କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁ ଦେଖିବେ ନାହିଁ, କିଅବା ଯାକୁବର ପରମେଶ୍ଵର ବିବେଚନା କରିବେ ନାହିଁ, ଏହା ସେମାନେ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଏହିପରି କହନ୍ତି ଯେ, ସଦାପ୍ରଭୁ ସେମାନଙ୍କର କୁକର୍ମକୁ ଦେଖି ପାରିବେ ନାହିଁ। କିଅବା ଯାକୁବର ପରମେଶ୍ୱର ବିବେଚନା କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, “ସଦାପ୍ରଭୁ ଦେଖିବେ ନାହିଁ, କିଅବା ଯାକୁବର ପରମେଶ୍ୱର ବିବେଚନା କରିବେ ନାହିଁ, ଏହା ସେମାନେ କହନ୍ତି।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ ଦେଖିବେ ନାହିଁ, କିଅବା ଯାକୁବର ପରମେଶ୍ୱର ବିବେଚନା କରିବେ ନାହିଁ, ଏହା ସେମାନେ କହନ୍ତି।