Psalms 94:8 — Compare Translations

5 translations compared side by side

Odia - 1840
"ହେ ପଶୁବତ୍ ଲୋକମାନେ, ତୁମ୍ଭେ କବେେ ବୁଦ୍ଧି ପାଇବ? ହେ ନିର୍ବୋଧ ଅଧର୍ମକାରୀ ଲୋକ, ଚେଷ୍ଟାକର ଏବଂ ବୁଝ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଲୋକଙ୍କ ମଧ୍ୟରେ ପଶୁବତ୍ ଲୋକେ, ତୁମ୍ଭେମାନେ ବିବେଚନା କର; ହେ ମୂଢ଼ଗଣ, ତୁମ୍ଭେମାନେ କେବେ ଜ୍ଞାନବାନ ହେବ?
Odia Bible ERV 2004 (ପବିତ୍ର ବାଇବଲ)
ହେ ପଶୁବତ୍ ଲୋକମାନେ, ତୁମ୍ଭେ କେବେ ବୁଦ୍ଧି ପାଇବ? ହେ ନିର୍ବୋଧ ଅଧର୍ମକାରୀ ଲୋକ, ଚେଷ୍ଟା କର ଏବଂ ବୁଝ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଲୋକଙ୍କ ମଧ୍ୟରେ ପଶୁବତ୍‍ ଲୋକେ, ତୁମ୍ଭେମାନେ ବିବେଚନା କର; ହେ ମୂଢ଼ଗଣ, ତୁମ୍ଭେମାନେ କେବେ ଜ୍ଞାନବାନ ହେବ?
Odia IRV 2017 (ଓଡିଆ ବାଇବେଲ)
ହେ ଲୋକଙ୍କ ମଧ୍ୟରେ ପଶୁବତ୍‍ ଲୋକେ, ତୁମ୍ଭେମାନେ ବିବେଚନା କର; ହେ ମୂଢ଼ଗଣ, ତୁମ୍ଭେମାନେ କେବେ ଜ୍ଞାନବାନ ହେବ?