Psalms 95:10 — Compare Translations

5 translations compared side by side

Odia - 1840
"ଆମ୍ଭେ ଚାଳିଶ ବର୍ଷ ପର୍ୟ୍ଯନ୍ତ ସହେି ବଂଶପ୍ରତି ବିରକ୍ତ ହାଇେଥିଲୁ, ଆମ୍ଭେ କହିଲୁ ୟେ, ସମାନେେ ଆମ୍ଭ ପ୍ରତି ବିଶ୍ବାସୀ ନୁହଁନ୍ତି। ସମାନେେ ଆମ୍ଭର ନିଯମକୁ ମାନିବା ପାଇଁ ମନା କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଚାଳିଶ ବର୍ଷଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତିନ୍ତ
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ସେହି ବଂଶପ୍ରତି ବିରକ୍ତ ହୋଇଥିଲୁ, ଆମ୍ଭେ କହିଲୁ ଯେ, ‘ସେମାନେ ଆମ୍ଭ ପ୍ରତି ବିଶ୍ୱାସୀ ନୁହନ୍ତି। ସେମାନେ ଆମ୍ଭର ନିୟମକୁ ମାନିବା ପାଇଁ ମନା କରି ଦେଲେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଚାଳିଶ ବର୍ଷ ଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, “ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତି;”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଚାଳିଶ ବର୍ଷଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତି;