Psalms 95:11 — Compare Translations

5 translations compared side by side

Odia - 1840
"ତଣେୁ ଆମ୍ଭେ ତାଙ୍କ ଉପରେ କୋର୍ଧିତ ହେଲୁ ଏବଂ ପ୍ରତିଜ୍ଞା କଲୁ, ସମାନେେ ଆଉ ଆମ୍ଭର ବିଶ୍ରାମ ଭୂମିକୁ ପ୍ରବେଶ କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆମ୍ଭେ ତାଙ୍କ ଉପରେ କ୍ରୋଧିତ ହେଲୁ ଏବଂ ପ୍ରତିଜ୍ଞା କଲୁ, ‘ସେମାନେ ଆଉ ଆମ୍ଭର ବିଶ୍ରାମ ଭୂମିକୁ ପ୍ରବେଶ କରି ପାରିବେ ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ।